Masthead

କଣ’ ରହିଛି ଆଜିର ସୁନା-ରୂପା ଦର

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୮,୩୧୦  ଟଙ୍କା ରହିଛି।ସେହିପରି ୨୪ କ୍ୟାରେଟ ସୁନା ଦର ୧୦ଗ୍ରାମ ପ୍ରତି ୪୯,୩୧୦ ଟଙ୍କା ରହିଥିବାବେଳେ ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୫,୯୦୦  ଟଙ୍କା ଓ ୨୪ କ୍ୟାରେଟ ସୁନା ଦର ୫୦,୦୭୦ ଟଙ୍କା ରହିଛି । ଅନ୍ୟପଟେ ରୂପା ଦର କିଲୋଗ୍ରାମ ପ୍ରତି ୧୨୦୦ ଟଙ୍କା ବଢିଛି । ସେହିପରି ଆଜି ରୁପା ଦର ୭୧,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର