Masthead

ଆଜିର ପେଟ୍ରୋଲ, ଡିଜେଲ ଦର

ଆଜି ଭାରତୀୟ ବଜାରରେ ସାମାନ୍ୟ ବୃଦ୍ଧି ପାଇଛି ପେଟ୍ରୋଲ ଓ ଡିଜେଲ ଦାମ । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ଲିଟର ପିଛା ୮୪ ଟଙ୍କା ୮୬ ପଇସା ରହିଛି । ସେହିଭଳି ଡିଜେଲ୍‌ ଦର ଲିଟର ପିଛା ୮୧ ଟଙ୍କା  ୦୪ ପଇସା ଥିବା ରେକର୍ଡ ହୋଇଛି । ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ ଏସ୍ଏମ୍ଏସ୍ ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ । ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା