Masthead

ସାଇନା ନେହୱାଲ କରୋନା ପଜିଟିଭ

ନୂଆଦିଲ୍ଲୀ: ସାଇନା ନେହୱାଲଙ୍କୁ କରୋନା । ଭାରତୀୟ ବ୍ୟାଡମିଣ୍ଟନ ଷ୍ଟାର ସାଇନା ନେହୱାଲ ମଙ୍ଗଳବାର କରୋନା ଭୂତାଣୁରେ ଆକ୍ରାନ୍ତ ହୋଇଛନ୍ତି । ଆଜିଠୁ ଆସନ୍ତା ୧୭ ପର୍ଯ୍ୟନ୍ତ ଥାଇଲାଣ୍ଡରେ ଅନୁଷ୍ଠିତ ହେବାକୁ ଥିବା ବ୍ୟାଡମିଣ୍ଟନ ଓପନ ଟୁର୍ଣ୍ଣାମେଣ୍ଟରୁ ସେ ବାଦ ପଡିଛନ୍ତି । ଆଜିଠୁ ଟୁର୍ଣ୍ଣାମେଣ୍ଟ ଆରମ୍ଭ ହୋଇଛି । ତାଙ୍କର କରୋନା ରିର୍ପୋଟ ପଜିଟିଭ ଆସିବା ପରେ ସେ ହସ୍ପିଟାଲରେ କ୍ୱାରେଣ୍ଟାଇନରେ ରହିଛନ୍ତି । ତେବେ ସାଇନା ଥାଇଲାଣ୍ଡ ଓପନ ଟୁର୍ଣ୍ଣାମେଣ୍ଟରେ ଭାଗନେଇ ପାରିବେ ନାହିଁ ବୋଲି କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି