Masthead

ପହଞ୍ଚିଲା ସଞ୍ଜିବନୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଅପରାହ୍ନ ୩ଟା ୪୦ମିନିଟରେ ଭୁବନେଶ୍ୱର ବିମାନ ବନ୍ଦରରେ ଆସି ପହଞ୍ଚିଲା କରୋନା ଟିକା କୋଭିସିଲ୍ଡ । ପୁଣେର ସେରମ ଇନଷ୍ଟିଚ୍ୟୁଟରୁ ଏକ ସ୍ୱତନ୍ତ୍ର ସ୍ପାଇସ ଜେଟ୍ ବିମାନ ଯୋଗେ ଭୁବନେଶ୍ୱର ପହଞ୍ଚିଛି ଏହି ଟିକା । ୩୪ ପ୍ୟାକେଟ ର ୪ ଲକ୍ଷ ୮ ହଜାର ଟିକା ଆସି ପହଞ୍ଚିଛି । ଗୋଟିଏ ଶିଶି ରୁ ୧୦ ଡ଼ୋଜ ଦିଆ ଯାଇପାରିବ । କଡା ସୁରକ୍ଷାରେ ରାଜ୍ୟ ଔଷଧ ନିଗମକୁ ନିଆଯାଉଛି ଟିକା । ଜାନୁଆରୀ ୧୬ରେ ରାଜ୍ୟରେ ୧୬୦ଟି ସ୍ଥାନରେ ଦିଆଯିବ ଏହି ଟିକା । ପ୍ରତି କେନ୍ଦ୍ରରେ ୧୦୦ଜଣ ଲେଖାଏ ସ୍ୱାସ୍ଥ୍ୟକର୍ମୀଙ୍କୁ ଟିକା ଦିଆଯବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୪୪ଟି ତହସିଲରେ ଜମି କିଣାବିକା 🔴 ଭେଙ୍କେଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟା, ୯ ମୃତ୍ୟୁ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଛାତ୍ରୀଙ୍କୁ ଅସଦାଚରଣ, ଧାରଣାରେ ଛାତ୍ରଛାତ୍ରୀ 🔴 ନଭେମ୍ବରରେ ରାଜ୍ୟରେ ହେବ କମ୍‌ ଶୀତ  🔴 ଆଜିଠୁ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ 🔴 ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ରାଧାରାଣୀ 🔴 SI ପରୀକ୍ଷା କେଳେଙ୍କାରୀ, ଜେଲ୍‌ରୁ ବାହାରିଲେ ୧୧୪ ଆଶାୟୀ 🔴 ୫୧ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ 🔴 କରଞ୍ଜିଆରେ ବାଘ ଆତଙ୍କ 🔴 ୪୪ଟି ତହସିଲରେ ଜମି କିଣାବିକା 🔴 ଭେଙ୍କେଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟା, ୯ ମୃତ୍ୟୁ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଛାତ୍ରୀଙ୍କୁ ଅସଦାଚରଣ, ଧାରଣାରେ ଛାତ୍ରଛାତ୍ରୀ 🔴 ନଭେମ୍ବରରେ ରାଜ୍ୟରେ ହେବ କମ୍‌ ଶୀତ  🔴 ଆଜିଠୁ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ 🔴 ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ରାଧାରାଣୀ 🔴 SI ପରୀକ୍ଷା କେଳେଙ୍କାରୀ, ଜେଲ୍‌ରୁ ବାହାରିଲେ ୧୧୪ ଆଶାୟୀ 🔴 ୫୧ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ 🔴 କରଞ୍ଜିଆରେ ବାଘ ଆତଙ୍କ