Masthead

କଣ’ ରହିଛି ଆଜିର ସୁନା-ରୂପା ଦର

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୮,୫୮୦  ଟଙ୍କା ରହିଛି।ସେହିପରି ୨୪ କ୍ୟାରେଟ ସୁନା ଦର ୧୦ଗ୍ରାମ ପ୍ରତି ୪୯,୫୮୦ ଟଙ୍କା ରହିଥିବାବେଳେ ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୬,୨୦୦ ଟଙ୍କା ଓ ୨୪ କ୍ୟାରେଟ ସୁନା ଦର ୫୦,୪୦୦ ଟଙ୍କା ରହିଛି । ଅନ୍ୟପଟେ ରୂପା ଦର କିଲୋଗ୍ରାମ ପ୍ରତି ୧୨୦୦ ଟଙ୍କା ବଢିଛି । ସେହିପରି ଆଜି ରୁପା ଦର ୭୧,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା