Masthead

ଶପଥ ଗ୍ରହଣ କରିବେ ଜୋ ବାଇଡ଼େନ

ଆମେରିକା (ବଡ଼ ଖବର): ଜାନୁଆରୀ ୨୦ରେ ଆମେରିକା ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବେ ଡେମୋକ୍ରାଟ ଦଳର ବିଜୟୀ ପ୍ରାର୍ଥୀ ଜୋ ବାଇଡେନ । ଏହି ଶପଥ ଉତ୍ସବ ପୂର୍ବରୁ ହୋଇପାରେ ବିକ୍ଷୋଭ । ଏନେଇ ଏଫବିଆଇ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଟ୍ରମ୍ପଙ୍କ ସମର୍ଥକମାନେ ଆମେରିକାରେ ସଶସ୍ତ୍ର ବିକ୍ଷୋଭ ପ୍ରଦର୍ଶନ ପାଇଁ ଯୋଜନା କରିଥିବା ଏଫବିଆଇ ଜାଣିବାକୁ ପାଇଛି । ପୂର୍ବରୁ କରିଥିବା ହିଂସାକାଣ୍ଡରେ ସଫଳ ହୋଇନଥିବାରୁ ପୁଣି ବଡଧରଣର ବିକ୍ଷୋଭ କରିବାକୁ ଯୋଜନା କରିଛନ୍ତି । ତେବେ ସତର୍କ ସୂଚନା ପରେ ସୁରକ୍ଷା ବ୍ୟବସ୍ଥାକୁ କଡା କଡି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ