Masthead

ଓଲଟିଲା ଏଚପି ଗ୍ୟାସ ଟ୍ୟାଙ୍କର

ଛତ୍ରପୁର (ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲା ଛତ୍ରପୁର ବାଇପାସ ତାମ୍ପରା ଛକ ନିକଟରେ ଏଚପି ଗ୍ୟାସ ଟ୍ୟାଙ୍କର ଓଲଟି ପଡିଛି । ବିଶାଖାପାଟଣାରୁ ତରଳ ଗ୍ୟାସ ନେଇ ଏହି ଟ୍ୟାଙ୍କର ଖୋର୍ଦ୍ଧା ରୋର୍ଡ ଯାଉଥିଲା । ଘନ କୁହୁଡି ଯୋଗୁଁ ଡ୍ରାଇଭର ରାସ୍ତାର ଡିଭାଇଡର ଉପରେ ଗାଡି ଛଢାଇଦେବାରୁ ଏହି ଦୁର୍ଘଟଣା ଘଟିଥିଲା । ପୋଲିସ ରାସ୍ତାର ଉଭୟ ପଟକୁ ସିଲ୍ କରିଛି । ଘଟଣାସ୍ଥଳରେ ବିଭାଗୀୟ କର୍ମଚାରୀମାନେ ପହଞ୍ଚ ତଦନ୍ତ ଆରମ୍ଭ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ