Masthead

ଦୟାରା ବୁଗ୍ୟାଲ ଆରୋହଣ କରିବେ ୨୩ ଓଡ଼ିଆ

ଭୁବନେଶ୍ୱର (ବଡ଼ ଖବର): ହିମାଳୟର ଦୟାରା ବୁଗ୍ୟାଲ ଆରୋହଣ କରିବେ ୨୩ ଜଣ ଓଡ଼ିଆ । ପ୍ରତିଭା ଅନ୍ୱେଷଣ ସଂସ୍ଥା କଳିଙ୍ଗ ଡ଼େୟାର ଡ଼େଭିଲସ ଆୟୋଜିତ ପର୍ବତ ଆରୋହଣ କାର୍ଯ୍ୟକ୍ରମରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ୨୩ ଜଣ ପ୍ରତିଭା ଦୟାରା ବୁଗ୍ୟାଲ ଆରୋହଣ କରିବେ । ଆସନ୍ତା ୨୦ରୁ ଏହି ଯାତ୍ରା ଆରମ୍ଭ କରବେ । ପୁର୍ବରୁ କରୋନା ମହାମାରୀ ବ୍ୟାପିବାକୁ ନେଇ ସାଇକେଲ ଶୋଭାଯାତ୍ରା କରାଯାଇଥିଲା । ବର୍ତ୍ତମାନ କରୋନା ଯୋଦ୍ଧାଙ୍କୁ ସମର୍ପିତ କରିବା ଉଦ୍ଦେଶ୍ୟରେ ଏହାର ଆୟୋଜନ କରାଯାଇଛି । ହିମାଳୟର ୧୩୦୦୦ ଫୁଟ ଉଚ୍ଚତାରେ ଜାତୀୟ ପତକା ଉଡ଼େଇ ନୂତନ ବର୍ଷର ନୂତନ ଅଧ୍ୟାୟ ରଚିବେ ବୋଲି କହିଛନ୍ତି ସଭାପତି ଡ. ସତ୍ୟପିର ପ୍ରଧାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି