Masthead

ଆଜିର ପେଟ୍ରୋଲ, ଡିଜେଲ ଦର

ଆଜି ଭାରତୀୟ ବଜାରରେ ସାମାନ୍ୟ ବୃଦ୍ଧି ପାଇଛି ପେଟ୍ରୋଲ ଓ ଡିଜେଲ ଦାମ । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ଲିଟର ପିଛା ୮୫ ଟଙ୍କା ୩୬ ପଇସା ରହିଛି । ସେହିଭଳି ଡିଜେଲ୍‌ ଦର ଲିଟର ପିଛା ୮୧ ଟଙ୍କା  ୫୮ ପଇସା ଥିବା ରେକର୍ଡ ହୋଇଛି । ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ ଏସ୍ଏମ୍ଏସ୍ ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ । ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼