Masthead

କଣ’ ରହିଛି ଆଜିର ସୁନା-ରୂପା ଦର

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୮,୩୫୦  ଟଙ୍କା ରହିଛି।ସେହିପରି ୨୪ କ୍ୟାରେଟ ସୁନା ଦର ୧୦ଗ୍ରାମ ପ୍ରତି ୫୨,୭୫୦ ଟଙ୍କା ରହିଥିବାବେଳେ ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୬,୨୦୦ ଟଙ୍କା ଓ ୨୪ କ୍ୟାରେଟ ସୁନା ଦର ୫୦,୪୦୦ ଟଙ୍କା ରହିଛି । ସେହିପରି ଆଜି ରୁପା ଦର ୬୬,୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି