Masthead

ଜଳସେଚନ ପ୍ରକଳ୍ପର ଶୁଭ ଉଦଘାଟନ

କଳାହାଣ୍ଡି(ବଡ଼ ଖବର ବ୍ୟୁରୋ): ଆଜି କଳାହାଣ୍ଡି ଗସ୍ତ କଲେ ମୁଖ୍ୟମନ୍ତ୍ରୀ । କୋଭିଡ୍ ପରେ ପ୍ରଥମ ଥର ପାଇଁ ଜନସମାବେଶରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ । ୫୪ଟି ପ୍ରକଳ୍ପର ଉଦଘାଟନ ଓ ୫୨ ଟି ପ୍ରକଳ୍ପର ଶୁଭାରମ୍ଭ କରିବେ । ମୋଟ ୨ ହଜାର ୮୪ କୋଟିର ପ୍ରକଳ୍ପର କରିବେ ଉଦଘାଟନ ଓ ଭୂମିପୂଜନ । ଇନ୍ଦ୍ରାବତୀ ମଙ୍ଗଳପୁର ଠାରେ ୭୫୬ କୋଟି ବ୍ୟୟରେ ନିର୍ମିତ ପାର୍ବତୀଗିରି ମେଗା ଉଠାଜଳସେଚନ ପ୍ରକଳ୍ପର ଲୋକାର୍ପଣ କରିବେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନ ସମାବେଶରେ ଯୋଗ ଦେଇ ଲୋକଙ୍କୁ ସମ୍ବୋଧନ କରିବେ ।

ପୂର୍ବାହ୍ନ ୧୧ ଟା ୩୫ମିନିଟରେ ଜୟପାଟଣା ବ୍ଲକ ମଙ୍ଗଳପୁରରେ ହେଲିକପ୍ଟର ଯୋଗେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ। ଏଥିପାଇଁ କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ କନକପୁର ଠାରେ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ୧୨ ଜଣିଆ ସ୍ୱାସ୍ଥ୍ୟ କର୍ମଚାରୀ ଟିମ ଏଠାରେ ସ୍କ୍ରିନିଂ ଦାୟିତ୍ୱରେ ରହିଛନ୍ତି। ଏଥିସହ ଏଠାରେ ୨୬ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ