Masthead

ଆଜି ପବିତ୍ର ମକର ସଂକ୍ରାନ୍ତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ହେଉଛି ପବିତ୍ର ମକର ସଂକ୍ରାନ୍ତି । ବାର ମାସର ତେର ପର୍ବ ମଧ୍ୟରୁ ଏହା ଅନ୍ୟତମ । ଏଥିପାଇଁ ସକାଳୁ ମନ୍ଦିରରେ ଭକ୍ତଙ୍କ ଗହଳି ଦେଖିବାକୁ ମିଳିଛି । ଦୀର୍ଘ ୯ମାସ ପରେ ସବୁ ମନ୍ଦିର ଲୋକାରଣ୍ୟ ହୋଇଛି । ଆଜି ଭଳି ପବିତ୍ର ଦିନରେ ପ୍ରତ୍ୟେକ ଘରେ ମକର ଚାଉଳ ଓ ପିଠାପଣା ବାସ୍ନାରେ ପରିବେଶ ପୁରି ଉଠୁଛି । ଆଜି ଦିନର ବୈଶିଷ୍ଟ୍ୟ ହେଉଛି, ସୂର୍ଯ୍ୟଦେବ ଏହି ଦିନରେ ଧନୁ ରାଶିରୁ ମକର ରାଶିକୁ ଚଳିଥା’ନ୍ତି । ଅର୍ଥାତ ଆଜି ପରଠୁ ଦିନ ବଡ଼ ହୋଇଥାଏ ।

ତେବେ ଶ୍ରୀମନ୍ଦିରରେ ମଧ୍ୟ ଖୁବ ଧୁମଧାମରେ ମକର ରୀତିନୀତି ଅନୁଷ୍ଠିିତ ହେଉଛି । ଆଜିର ପବିତ୍ର ତିଥିରେ ଚୋରାଅଶୀ ବେଶରେ ସଜ୍ଜିତ ହୋଇଛନ୍ତି ମହାପ୍ରଭୁ ।

ଏହି ବେଶକୁ ଦେଖିବା ପାଇଁ ଆଜି ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ