Masthead

ବନ୍ଦ ରହିବ ଭିତରକନିକା

ରାଜନଗର (ବଡ଼ ଖବର ବ୍ୟୁରୋ): ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା । ଆସନ୍ତକାଲି ଠାରୁ ଭିତରକନିକା ଜାତୀୟ ଉଦ୍ୟାନରେ ଆରମ୍ଭ ହେବ କୁମ୍ଭୀର ଗଣନା । ଭିତରକନିକା ଜାନୁଆରୀ ୧୫ରୁ ୨୩ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ । ଭିତରକନିକାରେ ଥିବା ନଦୀ, ନାଳମାନଙ୍କରେ ହୁଲିଡଙ୍ଗା ସାହାର୍ଯ୍ୟରେ କୁମ୍ଭୀର ଗଣନା କରାଯିବ । ଏହି ଗଣନା କୁମ୍ଭୀର ବିଷାରଦ ସୁଧାକର କରଙ୍କ ନେତୃତ୍ୱରେ କରାଯିବ । ୯ ଦିନ ଧରି କରାଯିବ କୁମ୍ଭୀର ଗଣନା । ଏହି ସମୟରେ ଭିତରକନିକାକୁ କୌଣସି ପର୍ଯ୍ୟଟକ ପ୍ରବେଶ କରିପାରିବେ ନାହିଁ ବୋଲି ସୂଚନା ଦେଇଛନ୍ତି ରାଜନଗର ବନବିଭାଗ ଅଧିକାରୀ ବିକାଶ ରଞ୍ଜନ ଦାସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା