Masthead

ମକରରେ ଗଣ ଦୁଷ୍କର୍ମ

ମୟୂରଭଞ୍ଜ(ବଡ଼ ଖବର ବ୍ୟୁରୋ): ମକରରେ ଗଣ ଦୁଷ୍କର୍ମ । ଗଣପର୍ବ ମକର ପାଇଁ ମୟୂରଭଞ୍ଜ ଚଳଚଞ୍ଚଳ ହୋଇ ଉଠିଥିବାବେଳେ ଆଜି ସକାଳୁ ମକର ବୁଡ ପକାଇବାକୁ ଯାଇ ଗଣଦୁଷ୍କର୍ମର ଶିକାର ହୋଇଛନ୍ତି ଯୁବତୀ । ଏଭଳି ଅଘଟଣ ଘଟିଛି ମୟୂରଭଞ୍ଜ ଜିଲ୍ଲାରେ ।

ସୂଚନାଯୋଗ୍ୟ, ମୟୂରଭଞ୍ଜର ଜଣେ ଯୁବତୀ ଆଜି ନିକଟସ୍ଥ ନଦୀକୁ ମକର ବୁଡ ପକାଇବାକୁ ଯାଇଥିବା ବେଳେ ସେହି ଗାଁର ଦୁଇଜଣ ଯୁବକ ତାଙ୍କୁ ପିଛା କରି ନଦୀପଠାକୁ ମଧ୍ୟ ଯାଇଥିଲେ । ଯୁବତୀକୁ ଏକୁଟିଆପାଇ ଉଭୟ ଦୁଷ୍କର୍ମ କରିଥିଲେ । ଘରକୁ ଫେରି ଯୁବତୀଜଣକ ଏବାବଦରେ ପରିବାର ଲୋକଙ୍କୁ କହିବା ପରେ ପରିବାର ଲୋକେ ଏନେଇ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗମୂଳେ ପୁଲିସ୍‌ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ