Masthead

ଦେଶୀ ଲୁକରେ ଉର୍ବଶୀ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ଉର୍ବଶୀଙ୍କ ଦେଶୀ ଲୁକ ହେଉଛି ଭାଇରାଲ । ନିଜର ପ୍ରଂଶସକ ମାନଙ୍କ ପାଇଁ ବି-ଟାଉନର ହଟ୍ ସେଲିବ୍ରେଟୀ ଉର୍ବଶୀ ରୋଟାଲା ନୂଆ ଲୁକରେ ସାମ୍ନାକୁ ଆସିଛନ୍ତି । ଏହି ଲୁକ କୁ ଦେଖିଲେ ହଠାତ୍ ଜାଣି ହେଉନି । ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି ।

ସବୁବେଳେ ହଟ ଲୁକରେ ସାମ୍ନାକୁ ଆସୁଥିବା ଏହି ଅଭିନେତ୍ରୀ ଜଣଙ୍କ ଏବେ ପୁରା ସିମ୍ପୁଲ ଲୁକରେ ଦର୍ଶକଙ୍କ ସାମ୍ନାକୁ ଆସିଛନ୍ତି । ନିଜର ଅପକମିଙ୍ଗ ପ୍ରୋଜେକ୍ଟ ପାଇଁ ସେ ଏହି ଲୁକ ନେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ