Masthead

କୋ-ୱିନ ଆପର ଶୁଭାରମ୍ଭ

କୋ-ୱିନ ଆପରେ ମିଳିବ କରୋନା ଟୀକା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବିଶ୍ୱରେ ସର୍ବବୃହତ ଟିକାକରଣ ପ୍ରକ୍ରିୟା ଆଉ ଗୋଟିଏ ଦିନ ପରେ ଆରମ୍ଭ ହେବ । ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ତେବେ ଏହି ଟୀକାକୁ ଅନଲାଇନ ମାଧ୍ୟମରେ ଡେଲିଭର କରିବା ପାଇଁ ସେଦିନ କୋ-ୱିନ ଆପକୁ ଲଞ୍ଚ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି ।

ପ୍ରାୟ ୩ଲକ୍ଷ ପଞ୍ଜିକୃତଙ୍କୁ କରୋନା ଟିକା ଦିଆଯିବ । ଏହା ସହିତ ବାଧ୍ୟତାମୂଳକ ଭାବେ ନିଜର ପରିଚୟ ପତ୍ର ଦେଖାଇବାକୁ କହାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ