Masthead

ଆଜିର ପେଟ୍ରୋଲ, ଡିଜେଲ ଦର

ଆଜି ଭାରତୀୟ ବଜାରରେ ସାମାନ୍ୟ ବୃଦ୍ଧି ପାଇଛି ପେଟ୍ରୋଲ ଓ ଡିଜେଲ ଦାମ । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ଲିଟର ପିଛା ୮୫ ଟଙ୍କା ୧୫ ପଇସା ରହିଛି । ସେହିଭଳି ଡିଜେଲ୍‌ ଦର ଲିଟର ପିଛା ୮୧ ଟଙ୍କା  ୪୧ ପଇସା ଥିବା ରେକର୍ଡ ହୋଇଛି । ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ ଏସ୍ଏମ୍ଏସ୍ ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ । ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପରିବା ମାର୍କେଟରେ ଲାଗିଲା ନିଆଁ 🔴 ଜୀବିତ ରୋଗୀକୁ ମାରିଦେଲା ଘରୋଇ ହସ୍ପିଟାଲ 🔴 ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା, ତଦନ୍ତ କରି ଫେରିଲେ ତିନିଜଣିଆ କମିଟି 🔴 ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି 🔴 ‘ଏଫଏମ୍ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ ଦାୟୀ କଲେଜ କର୍ତ୍ତୃପକ୍ଷ’ 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ପରିବା ମାର୍କେଟରେ ଲାଗିଲା ନିଆଁ 🔴 ଜୀବିତ ରୋଗୀକୁ ମାରିଦେଲା ଘରୋଇ ହସ୍ପିଟାଲ 🔴 ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା, ତଦନ୍ତ କରି ଫେରିଲେ ତିନିଜଣିଆ କମିଟି 🔴 ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି 🔴 ‘ଏଫଏମ୍ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ ଦାୟୀ କଲେଜ କର୍ତ୍ତୃପକ୍ଷ’ 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା