Masthead

ଥରିଲା ଇଣ୍ଡୋନେସିଆ

ଇଣ୍ଡୋନେସିଆ (ବଡ଼ ଖବର): ଇଣ୍ଡୋନେସିଆରେ ତିବ୍ର ଭୂମିକମ୍ପ ଅନୁଭୂତ । ଗୋଟିଏ ଘଣ୍ଟାରେ ୨ ଥର ଭୂମିକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଭୂମିକମ୍ପର ତିବ୍ରତା ୬.୨ ରେକର୍ଡ କରାଯାଇଛି । ଏଥିରେ ୭ଜଣ ମୃତ୍ୟୁବରଣ କରିଥିବା ବେଳେ ଶତାଧିକ ଘର ଭୁଶୁଡିପଡିିବା ସହ ମୃତ୍ୟୁ ସଂଖ୍ୟା ବୃଦ୍ଧି ନେଇ ଆଶଙ୍କା କରାଯାଉଛି । ସୁଲୱାସି ଦ୍ୱୀପରେ ଏହି ଭୂମିକମ୍ପ ଅନୁଭୂତ ହୋଇଛି । ଏଥିରେ ୬୦ଟି ଘର ଭାଙ୍ଗିଯାଇଥିବା ବିପର୍ଯ୍ୟୟ ପ୍ରଶମନ ଏଜେନ୍ସି କହିଛି । ନଷ୍ଟ ହୋଇଥିବା ଘରଗୁଡିକ ମଧ୍ୟରେ ହୋଟେଲ, ଗଭର୍ଣ୍ଣର କାର୍ଯ୍ୟାଳୟ ସହ ମଲ୍ ମଧ୍ୟ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ