ପୋଲିସକୁ ଛେଚିଲେ

କାଶିନଗର (ବଡ଼ ଖବର ବ୍ୟୁରୋ): ଚଢାଉବେଳେ ପୋଲିସକୁ ଆକ୍ରମଣ । ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ ଖରସଣ୍ଡା ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡାରେ ଚଢାଉ କରିଛି ପୋଲିସ । ଚଢାଉ ବେଳେ ପୋଲିସ ଟିମ୍ ଆକ୍ରମଣର ଶିକାର ହୋଇଛନ୍ତି । ଜୁଆଡିମାନେ ପଥର ମାଡ କରି ପୋଲିସ ଭ୍ୟାନ୍କୁ ଭଙ୍ଗାରୁଜା କରିଛନ୍ତି । ଗୁରାଣ୍ଡି ଥାନା ଓଆଇସି ମମତା ପଣ୍ଡାଙ୍କ ସହ ୪ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି । ସେମାନଙ୍କୁ ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭତ୍ତି କରାଯାଇଛି । ଗଜପତି ଏସପି ସୀତାରାମ ଶତପଥୀ ଓ ପାରଳା ଏସଡିପିଓ ଆର.କେ.ପତି ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପହଁଚି ତଥ୍ୟ ସଂଗ୍ରହ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ