Masthead

ସିବିଆଇ ପଞ୍ଝାରେ ଶୁଭ୍ରା

ଭୁବନେଶ୍ୱର(ବଡ଼ ଖବର): ଚିଟଫଣ୍ଡ ତଦନ୍ତନେଇ ଦୀର୍ଘଦିନର ଶିଥିଳତାପରେ ଆକ୍ସନ ମୋଡରେ ସିବିଆଇ । ଗିରଫହେଲେ ଶୁଭ୍ରା କୁଣ୍ଡୁ । ରୋଜ ଭ୍ୟାଲି ଗ୍ରୁପ୍ ମୁଖ୍ୟ ଗୌତମ କୁଣ୍ଡୁଙ୍କ ପତ୍ନୀ ଶୁଭ୍ରା କୁଣ୍ଡଙ୍କୁ ଗିରଫ କଲା ସିବିଆଇ । ୧୨ହଜାର କୋଟି ଟଙ୍କାର ଠକେଇ ନେଇ ଚାଲିଥିଲା ତଦନ୍ତ । ଶେଷରେ କୋଲକାତାରୁ ବନ୍ଧାହେଲେ ଶୁଭ୍ରା। ଆସନ୍ତାକାଲି ଶୁଭ୍ରାଙ୍କୁ ଭୁବନେଶ୍ୱର ଆଣିବ ସିବିଆଇ । ୨୦୧୫ରେ ଗୌତମ କୁଣ୍ଡୁଙ୍କୁ ସିବିଆଇ ଗିରଫ କରିଥିବାବେଳେ ୨୦୧୯ ନଭେମ୍ବର ୨୯ରେ ଶୁଭ୍ରାଙ୍କୁ ଇଡି ଲୁକ୍ ଆଉଟ୍ ନୋଟିସ୍ ଜାରି କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ