Masthead

୨୪୦ କିଲୋଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ

କୋରାପୁଟ(ବଡ଼ ଖବର ବ୍ୟୁରୋ): କୋରାପୁଟ ଜିଲ୍ଲା ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା । ଜିଲ୍ଲାର ନନ୍ଦପୁର ବ୍ଲକରେ ଅବକାରୀ ବିଭାଗ ପାଟ୍ରୋଲିଂ କରୁଥିବା ସମୟରେ ଜନ୍ତାଗୁଡା ଗ୍ରାମରେ ଗଞ୍ଜେଇ ବହଜୁଦଥିବା ଖବର ପାଇଥିଲା । ଅବକାରୀ ବିଭାଗର ଏକ ସ୍ୱତନ୍ତ୍ର ଟିମ ଉକ୍ତ ଗ୍ରାମର ଧନୁକୁଲା ନାମକ ଜଣେ ବ୍ୟକ୍ତିଙ୍କ ଘରେ ଚଢାଉକରି ୨୪୦ କିଲୋଗ୍ରାମ ଗଞ୍ଜେଇ ଜବତ କରିଛି । ଯାହାର ପାଖାପାଖି ମୂଲ୍ୟ ୨୪ଲକ୍ଷ ଟଙ୍କା ହେବ ବୋଲି ଅବକାରୀ ଇନିସପେକ୍ଟର ତେଜରାଜ ଜାନୀ କହିଛନ୍ତି । ଘଟଣାରେ ସଂପୃକ୍ତ ଧନୁକୁଲାଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି ।

କୋରାପୁଟ ଜିଲ୍ଲାରେ ବ୍ୟାପକ ଭାବରେ ଗଞ୍ଜେଇ ଚୋରାଚାଲାଣକୁ ରୋକିବାକୁ ଅବକାରୀ ବିଭାଗ ଓ ପୋଲିସ ବିଭାଗ ତତ୍ପରତା ପୂର୍ବକ ପାଟ୍ରୋଲିଂକୁ ଜୋରଦାର କରାଯିବା ସହ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି