ଆଜିର ପେଟ୍ରୋଲ, ଡିଜେଲ ଦର

ଆଜି ଭାରତୀୟ ବଜାରରେ ସାମାନ୍ୟ ବୃଦ୍ଧି ପାଇଛି ପେଟ୍ରୋଲ ଓ ଡିଜେଲ ଦାମ । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ଲିଟର ପିଛା ୮୫ ଟଙ୍କା ୩୩ ପଇସା ରହିଛି । ସେହିଭଳି ଡିଜେଲ୍‌ ଦର ଲିଟର ପିଛା ୮୧ ଟଙ୍କା  ୫୮ ପଇସା ଥିବା ରେକର୍ଡ ହୋଇଛି । ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ ଏସ୍ଏମ୍ଏସ୍ ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ । ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ