Masthead

ଆଜିର ପେଟ୍ରୋଲ ଓ ଡିଜେଲ ଦର

ଆଜି ଭାରତୀୟ ବଜାରରେ ସାମାନ୍ୟ ବୃଦ୍ଧି ପାଇଛି ପେଟ୍ରୋଲ ଓ ଡିଜେଲ ଦାମ । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ଲିଟର ପିଛା ୮୫ ଟଙ୍କା ୩୩ ପଇସା ରହିଛି । ସେହିଭଳି ଡିଜେଲ୍‌ ଦର ଲିଟର ପିଛା ୮୧ ଟଙ୍କା ୫୬ ପଇସା ଥିବା ରେକର୍ଡ ହୋଇଛି । ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ ଏସ୍ଏମ୍ଏସ୍ ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ । ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା