Masthead

ପୁଣି ଥରେ ଚର୍ଚ୍ଚାରେ ରାହୁଲ ଓ ଆଥିଆ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଅଭିନେତ୍ରୀ ଆଥିଆ ଶେଟ୍ଟୀ ଏବଂ କ୍ରିକେଟର କେ.ଏଲ୍ ରାହୁଲ ଟ୍ରେଣ୍ଡିଂର ଶୀର୍ଷ ସ୍ଥାନରେ । କେ.ଏଲ୍ ରାହୁଲଙ୍କୁ ଡେଟ୍ କରୁଥିବା ଆଥିୟା ଇନଷ୍ଟାଗ୍ରାମର ‘ଏକ ଫଟୋ ପୋଷ୍ଟ’ କରିଛନ୍ତି । ଯାହାକି ଏବେ ଭାଇରାଲ ହେବାରେ ଲାଗିଛି ।

ଏହି ଫଟୋରେ ଦୁହେଁ ମାକ୍ସ ପିନ୍ଧିଥିବା ନଜର ଆସିଛନ୍ତି । ଦୁହିଁଙ୍କର ଫ୍ୟାନ୍ସମାନେ ଏବେ ଦୁହିଙ୍କ ସମ୍ପର୍କକୁ ନେଇ ବେଶ ଚର୍ଚ୍ଚା କରୁଛନ୍ତି । ଏହି ଯୋଡ଼ି ୨୦୧୯ ରୁ ଦୁହେଁ ଦୁହିଁଙ୍କୁ ଡ଼େଟିଙ୍ଗ କରୁଥିବା ଜଣାପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର