Masthead

ପିକନିକ ହେଲା କାଳ, ନଦୀରେ ବୁଡି ଯୁବକର ମୃତ୍ୟୁ

ରାଉରକେଲା(ବଡ଼ ଖବର ବ୍ୟୁରୋ): ପିକନିକ ବେଳେ ପୁଣି ଅଘଟଣ । ଗାଧୋଇବାକୁ ଯାଇ ନଦୀରେ ବୁଡି ଯୁବକର ମୃତ୍ୟୁ । ରାଉରକେଲା ସହରରୁ କିଛି ଯୁବକ ସାଙ୍ଗ ହୋଇ ପିକନିକ ପାଇଁ ସୁନ୍ଦରଗଡ଼ ଜିଲ୍ଲା ନୂଆଗାଁକୁ ଯାଇଥିଲେ। ଆଜି ମଧ୍ୟାହ୍ନରେ ନୂଆଗାଁ ସ୍ଥିତ ଶଙ୍ଖ ନଦୀରେ ୩ ସାଙ୍ଗ ଗାଧୋଉଥିଲେ । ତେବେ ନଦୀରେ ସ୍ରୋତ ଅଧିକ ହେବାରୁ ୩ ଜଣ ଯୁବକ ବୁଡିଯାଇଥିଲେ। ଯୁବକଙ୍କୁ ବୁଡିବାର ଦେଖି ସ୍ଥାନୀୟ ଲୋକେ ୨ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ ଅନ୍ୟ ଜଣେ ନିଖୋଜ ଥିଲେ। ତେବେ ଖବର ପାଇ ଘଟଣା ସ୍ଥଳରେ ଅଗ୍ନୀସମ ବାହିନୀ ପହଁଚି ନିଖୋଜ ଯୁବକ ଜଣଙ୍କୁ ଗୁରୁତର ଅବସ୍ଥାରେ ନଦୀରୁ ଉଦ୍ଧାର କରିଥିଲା। ପରେ ଯୁବକ ଜଣଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାକୁ ନିଆଯାଇଥିଲା ମାତ୍ର ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ