Masthead

ଭୁବନେଶ୍ୱରରେ ଶୁଭ୍ରା କୁଣ୍ଡୁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରୋଜଭ୍ୟାଲି ଚିଟଫଣ୍ଡ ଠକେଇ ମାମଲାରେ ଦୁଇ ଦିନ ତଳେ କଲିକତାରୁ ଶୁଭ୍ରା କୁଣ୍ଡୁଙ୍କୁ ସିବିଆଇ ଗିରଫ କରିଥିବା ବେଳେ ଆଜି ତାଙ୍କୁ ଭୁବନେଶ୍ୱର ଅଣାଯାଇଛି । ଓଡିଶାରେ ରୋଜଭ୍ୟାଲି ଚିଟଫଣ୍ଡ ଠକେଇ ମାମଲାରେ ଅଧିକ ପଚରାଉଚୁରା କରାଯିବ ବୋଲି ଜଣାପଡିଛି । ରାଜ୍ୟରେ ଠକେଇ, ଏଥିରେ ଆଉ କିଏ କିଏ ଜଡିତ, ଏଦିଗରେ ଅଧିକ ଖୋଳତାଳ କରିବା ପାଇଁ ଓଡିଶା ଆଣିଛି ସିବିଆଇ । ଶୁଭ୍ରା କୁଣ୍ଡୁ ରୋଜଭ୍ୟାଲି ଚେୟାରମ୍ୟାନ ହୋଇଥିବା ବେଳେ ଏହାର ମୁଖ୍ୟ ଗୌତମ କୁଣ୍ଡୁଙ୍କ ସ୍ତ୍ରୀ । ଦେଶରେ ୧୨ହଜାର କୋଟି ଟଙ୍କାର ଠକେଇ ମାମଲାରେ ମୁଖ୍ୟ ଅଭିଯୁକ୍ତ ଗୌତମ କୁଣ୍ଡୁକୁ ୨୦୧୫ ମାର୍ଚ୍ଚରେ ଗିରଫ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ