Masthead

ସୋନୁ ଖୋଲିଲେ ଟେଲର ଦୋକାନ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ପୁଣି ଭାଇରାଲ ହେଲେ ସୋନୁ ସୁଦ । ସୋସିଆଲ ମିଡିଆରେ ତାଙ୍କର ଆଉ ଏକ ଭିଡିଓ ଭାଇରାଲ ହୋଇଛି । ଏହି ଭିଡିଓରେ ସେ ଟେଲର ମେସିନ ଚଲାଉଥିବାର ଦେଖିବାକୁ ମିଳିଛି । ଏହି ଭିିଡିଓକୁ ସେ ନିଜ ଟ୍ୱିଟର ଆକାଉଣ୍ଟରେ ପୋଷ୍ଟ କରିଥିଲେ । ଏଥିରେ ସେ କ୍ୟାପସନ ଦେଇଛନ୍ତି, ‘ ସୋନୁ ସୁଦ ଟେଲର ଦୋକାନ , ଏଠାରେ ମାଗଣାରେ ସିଲେଇ କରାଯାଏ ।’ । ଏହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।

ପୂର୍ବରୁୂ ମଧ୍ୟ ସୋସିଆଲ ମିଡିଆରେ ସୋନୁ ସୁଦ ନିଜ କାର୍ଯ୍ୟକଳାପକୁ ନେଇ ରୁହନ୍ତି ସର୍ବଦା ଚର୍ଚ୍ଚାରେ । କରୋନା ସମୟରେ ଲୋକଙ୍କୁ ତାଙ୍କ ଘରକୁ ଫେରିବା ପାଇଁ ଅନେକ ସାହାର୍ଯ୍ୟ କରୁଥିଲେ । ଯାହାଦ୍ୱାରା ଲୋକମାନେ ତାଙ୍କୁ ଧନ୍ୟବାଦ ଦେଇଥିଲେ । ଏଥିପାଇଁ ସେ ଅନେକ ସମୟରେ ସମ୍ମାନିତ ମଧ୍ୟ ହୋଇଛନ୍ତି । କିଛି ଲୋକ ତାଙ୍କୁ ଭଗବାନ ରୁପେ ମାନି ମନ୍ଦିରରେ ମୂର୍ତ୍ତି ତିଆରି କରିଥିଲେ । ତାଙ୍କୁ ପୁଜା କରୁଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା