Masthead

ଡ୍ର’ ହେଲେ ବି ଭାରତ ରଖିବ ବର୍ଡର-ଗାଭାସ୍କର ଟ୍ରଫି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଚତୁର୍ଥ ଟେଷ୍ଟ ଡ୍ର’ ହେଲେ ବି ବର୍ଡର-ଗାଭାସ୍କର ଟ୍ରଫି ରହିବ ଭାରତ ପାଖରେ । ଚଳିତ ସିରିଜରେ ଖେଳାଯାଇଥିବା ୩ଟି ମ୍ୟାଚରୁ ଅଷ୍ଟ୍ରେଲିଆ ପ୍ରଥମ ମ୍ୟାଚ ଜିତିଥିବା ବେଳେ ଦ୍ୱିତୀୟ ମ୍ୟାଚ ଭାରତ ଜିତିଛି । ସେହିପରି ତୃତୀୟ ଟେଷ୍ଟଟି ଡ୍ର’ ରହିଛି । ବର୍ତମାନ ଏହି ସିରିଜ ୧-୧ରେ ବରାବର ସ୍ଥିତିରେ ରହିଛି । ଯଦି ଚତୁର୍ଥ ଟେଷ୍ଟ ଡ୍ର’ ରୁହେ ତେବେ ବର୍ଡର-ଗାଭାସ୍କର ଟ୍ରଫି ଭାରତ ପାଖରେ ରହିବ ।

କାରଣ ୨୦୧୮-୧୯ରେ ହୋଇଥିବା ବର୍ଡର-ଗାଭାସ୍କର ଟ୍ରଫି ଭାରତ ଜିତିଥିଲା । ସେହି ଆଧାରରେ ଏହି ସିରିଜ ଯଦି ୧-୧ରେ ଡ୍ର’ ରୁହେ ତେବେ ବି ଟ୍ରଫି ଭାରତ ନିକଟରେ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ