କେନ୍ଦୁଝରରେ ନିରଞ୍ଜନ ପଟ୍ଟନାୟକଙ୍କ ଗାଡି ଉପରକୁ ଆକ୍ରମଣ ଉଦ୍ୟମ

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): କେନ୍ଦୁଝର(ବଡ଼ ଖବର ବ୍ୟୁରୋ): ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଗାଡି ଉପରକୁ ଆକ୍ରମଣ ଉଦ୍ୟମ। କେନ୍ଦୁଝର ଟାଉନ୍ ଥାନା କାଶୀପୁର ନିକଟରେ ଏଭଳି ଅଘଟଣ ଘଟିଛି । ଗାଡି ଓଭର ଟେକକୁ ନେଇ ହୋଇଥିଲା ବଚସା । ପରେ ୫ ଜଣ ଦୁର୍ବୃତ୍ତ ନିରଞ୍ଜନଙ୍କ ଗାଡ଼ି ଅଟକାଇ ଆକ୍ରମଣ ଉଦ୍ୟମ କରିଥିଲେ। ନିରଞ୍ଜନଙ୍କୁ ସୁରକ୍ଷା ଦେବାରୁ ଡ୍ରାଇଭର ଓ ସୁରକ୍ଷାକର୍ମୀଙ୍କୁ ମାଡ଼ ହୋଇଥିବା ଅଭିଯୋଗ ହୋଇଛି । ଏନେଇ କେନ୍ଦୁଝର ଟାଉନ ଥାନାରେ ମାମଲା ରୁଜୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ