Masthead

ପୁଣି ଥରାଇବ ଶୀତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ସପ୍ତାହେ ଯାଏଁ ଲୁଚକାଳି ଖେଳିବ ଶୀତ । ଆଜିଠାରୁ ରାଜ୍ୟରେ ତାପମାତ୍ରା ବଢିବ ବୋଲି ଆଶଙ୍କା କରାଯାଉଛି । ଆସନ୍ତା ୨୧ରୁ ୨୩ ତାରିଖ ୨ ଦିନ ଶୀତ ଅନୁଭବ ହେବ । ଆସନ୍ତା ୭ ଦିନ ଯାଏଁ ପାଣିପାଗରେ ବାରମ୍ବାର ପରିବର୍ତ୍ତନ ଯୋଗୁଁ ରାଜ୍ୟରେ ଶୀତର ପ୍ରକୋପ ଦେଖିବାକୁ ମିଳିବ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ । ଆସନ୍ତା ୨୪ ଘଣ୍ଟାରେ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ୧୯ ଓ ୨୦ ତାରିଖରେ ରାଜ୍ୟରେ ତାପମାତ୍ରା ବଢିବ । ଫଳରେ ଶୀତ କମିବ ଏବଂ ଆସନ୍ତା ୨୧ରୁ ପାରଦ ଖସିବା ସହ ଶୀତର ପରିମାଣ ବଢିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ତରଫରୁ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି