Masthead

ଆଜିର ପେଟ୍ରୋଲ ଓ ଡିଜେଲ ଦର

ଆଜି ଭାରତୀୟ ବଜାରରେ ସାମାନ୍ୟ ବୃଦ୍ଧି ପାଇଛି ପେଟ୍ରୋଲ ଓ ଡିଜେଲ ଦାମ । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ଲିଟର ପିଛା ୮୫ ଟଙ୍କା ୩୬ ପଇସା ରହିଛି । ସେହିଭଳି ଡିଜେଲ୍‌ ଦର ଲିଟର ପିଛା ୮୧ ଟଙ୍କା ୫୮ ପଇସା ଥିବା ରେକର୍ଡ ହୋଇଛି । ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ ଏସ୍ଏମ୍ଏସ୍ ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ । ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ