Masthead

ଖୋଲିଲା ତାରିଣୀ ପୀଠ

କେନ୍ଦୁଝର(ବଡ଼ ଖବର ବ୍ୟୁରୋ): କୋଭିଡ କଟକଣା ଭିତରେ ଆଜି ଖୋଲଲା ଘଟଗାଁ ମାଆ ତାରିଣୀଙ୍କର ମନ୍ଦିର । ସକାଳ ୮ ଟାରୁ ଦର୍ଶନ ଆରମ୍ଭ ହୋଇ ୧୧.୩୦ ମିନଟ ପର୍ଯ୍ୟନ୍ତ ଚାଲିବ । ସେହିପରି ଅପରାହ୍ନରେ ୪ାଟାରୁ ସନ୍ଧ୍ୟା ୬.୩୦ ପର୍ଯ୍ୟନ୍ତ ମାଆଙ୍କର ମନ୍ଦିର ଖୋଲା ରହିବ । ସ୍ୱତନ୍ତ୍ର ଗାଇଡଲାଇନ ଆନୁଯାୟୀ ମନ୍ଦିର ଖୋଲିଛି । । ବିନା ମାସ୍କରେ ମନ୍ଦିର ଭିତରକୁ ପ୍ରବେଶ ବାରଣ କରାଯଇଥିବେ ବେଳେ ସାମାଜିକ ଦୂରତାକୁ ମଧ୍ୟ ଗୁରୁତ୍ୱ ଦିଆଯାଇଛି । ମନ୍ଦିର ବେଢାରେ ଏକକାଳିନ ୨୫ରୁ ୩୦ ଜଣ ଭକ୍ତ ରହିପାରିବେ । ଦଶ ବର୍ଷରୁ କମ ବୟଷର ଶିଶୁଙ୍କୁ ମନ୍ଦିର ଭିତରକୁ ପ୍ରବେଶ ବାରଣ କରାଯଇଛି । ମାଆଙ୍କ ନିକଟରେ ଭକ୍ତ ଭୋଗ ଲଗାଇ ପାରିବେ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ