Masthead

ଆସୁଛି ଲିଗର

ମୁମ୍ବାଇ (ବଡ଼ ଖବର): କରନ ଜୋହରଙ୍କ ନୂଆ ଫିଲ୍ମ ‘ଲିଗର’ର ପୋଷ୍ଟର ସାମ୍ନାକୁ ଆସିଛି । ଏହି ଫିଲ୍ମରେ ଅଭିନେତା ବିଜୟ ଦେବରାକୋଣ୍ଡା ଓ ଅନନ୍ୟା ପାଣ୍ଡେ ନଜର ଆସିବେ । ଏହି ଫିଲ୍ମଟି ପୁରୀ ଜଗନ୍ନାଧଙ୍କ ନିର୍ଦ୍ଦେଶିତ ଏବଂ କରନ ଜୋହର ତାଙ୍କ ବ୍ୟାନର ଧର୍ମା ପ୍ରଡକ୍ସନ୍ ଅଧୀନରେ ନିର୍ମିତ ହୋଇଛି । ଏହି ଫିଲ୍ମର ପ୍ରଥମ ଲୁକ୍ କରନ ଜୋହର ସୋସିଆଲ ମିଡିଆରେ ସେୟାର କରିଛନ୍ତି । ଏହି ଫିଲ୍ମରେ ବିଜୟ ଏବଂ ଅନନ୍ୟାଙ୍କ ସହ ରୋନିତ୍ ରୟ, ରାମିଆ କୃଷ୍ଣନ୍, ବିଷ୍ଣୁ ରେଡ୍ଡୀ ଏବଂ ମାକରାନ୍ଦ ଦେଶପାଣ୍ଡେଙ୍କ ଭଳି ଅଭିନେତା ନଜର ଆସିବେ । ‘ଲିଗର’ ଫିଲ୍ମଟି ୫ଟି ଭାଷାରେ ମୁକ୍ତିଲାଭ କରିବ । ହିନ୍ଦୁ ସହ ତେଲୁଗୁ, ତାମିଲ, କନ୍ନଡ ଏବଂ ମାଲାୟାଲମ୍ ଭାଷାରେ ମୁକ୍ତିଲାଭ କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ