Masthead

ପୁଣି ଓଡ଼ିଆଙ୍କ ହାତରେ ଦେଶର ଦାୟିତ୍ୱ

ଭୁବନେଶ୍ୱର(ବଡ଼ ଖବର): ପୁଣି ଓଡ଼ିଆଙ୍କ ହାତରେ ଦେଶର ଦାୟିତ୍ୱ । ଓଡ଼ିଆ ପୁଅ ଲେଫ୍ଟନାଣ୍ଟ ଜେନେରାଲ ଚଣ୍ଡୀପ୍ରସାଦ ମହାନ୍ତି ହେବେ ଭାରତୀୟ ସେନାର ଭାଇସ ଚିଫ । ଭାରତୀୟ ସେନାର ୪୨ ତମ ଭାଇସ ଚିଫ ହେବେ ଜଗସିଂହପୁର ଜିଲ୍ଲାର ଜୟବଡରେ ଜନ୍ମିତ ଚଣ୍ଡିପ୍ରସାଦ ମହାନ୍ତି । ପ୍ରଥମ ଓଡ଼ିଆ ଭାବେ ଲେଫ୍ଟନାଣ୍ଟ ଜେନେରାଲ ଚଣ୍ଡୀପ୍ରସାଦ ମହାନ୍ତି ଭାରତୀୟ ସେନାର ନର୍ଦନ କମାଣ୍ଡର ଭାବେ କାର୍ଯ୍ୟରତ ଥିବାବେଳେ ଭାଇସ ଚିଫକୁ ପଦୋନ୍ନତି ହୋଇଛନ୍ତି ।

ଜାନୁଆରୀ ୩୧ରେ ଭାଇସ ଚିଫ ଏସକେ ସାଇନିଙ୍କ କାର୍ଯ୍ୟକାଳ ସରୁଥିବାବେଳେ ଲେଫ୍ଟନାଣ୍ଟ ଜେନେରାଲ ଚଣ୍ଡିପ୍ରସାଦ ତାଙ୍କ ସ୍ଥାନ ନେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ