Masthead

ରୋହନପ୍ରୀତଙ୍କ ଏକ୍ସକୁ ହତ୍ୟା ଧମକ ଦେଲେ ନେହା କକ୍କର

ମୁମ୍ବାଇ (ବଡ଼ ଖବର): ନେହା କକ୍କର ଇନଷ୍ଟାଗ୍ରାମ ଆକାଉଣ୍ଟରେ ତାଙ୍କ ସ୍ୱାମୀ ରୋହନପ୍ରୀତ ସିଂଙ୍କ ସହ ଏକ ମଜାଦାର ଭିଡିଓ ସେୟାର କରିଛନ୍ତି । ଯେଉଁଥିରେ ନେହା ରୋହନଙ୍କ ଏକ୍ସକୁ ମଜାଳିଆ ହତ୍ୟା କରିବାକୁ ଧମକ ଦେଇଛନ୍ତି । ନେହା କକ୍କର ରୋହନପ୍ରୀତ ସିଂଙ୍କ ଏକ୍ସ ଗାର୍ଲଫ୍ରେଣ୍ଡଙ୍କୁ ଗାଳି ଦେବେ ବୋଲି ଧମକ ଦେଇଛନ୍ତି ।

ବଲିଉଡ ଗାୟକ ନେହା କକ୍କର ସୋସିଆଲ ମିଡିଆରେ ବହୁତ ସକ୍ରିୟ ଅଛନ୍ତି । ତାଙ୍କ ପ୍ରଶଂସକଙ୍କ ସହ ସଂଯୁକ୍ତ ରହିବାକୁ ନେହା କକ୍କର ଭିଡିଓ ତିଆରି କରି ଅନେକ ଫଟୋ ସହିତ ଭିଡିଓ ସେୟାର କରନ୍ତି । ନିକଟରେ ସେ ତାଙ୍କ ସ୍ୱାମୀ ରୋହନପ୍ରୀତ ସିଂଙ୍କ ସହ ଏକ ମଜାଳିଆ ଭିଡିଓ କରିଥିଲେ ଯେଉଁଥିରେ ଉଭୟ ରୋହନଙ୍କ ଗୀତ ଏକ୍ସ କଲିଂରେ ଅଭିନୟ କରୁଥିବା ଦେଖିବାକୁ ମିଳିଛି। ଭିଡିଓରେ ନେହା ରୋହନପ୍ରୀତଙ୍କ ଏକ୍ସକୁ ଧମକ ଦେଉଥିବାର ନଜର ଆସିଛନ୍ତି। ଉଭୟଙ୍କ ଏହି ଭିଡିଓ ସୋସିଆଲ ମିଡିଆରେ ବେସ ଭାଇରାଲ ହେଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼