Masthead

ଭାରତୀୟ ବ୍ୟାଟ୍ସମ୍ୟାନଙ୍କୁ ସାବଧାନ କଲେ ସିରାଜ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭାରତୀୟ ବ୍ୟାଟ୍ସମ୍ୟାନଙ୍କୁ ସାବଧାନ କଲେ ମହମ୍ମଦ ସିରାଜ । ଭାରତୀୟ ଦଳର ଦ୍ରୁତ ବୋଲର ମହମ୍ମଦ ସିରାଜ ମ୍ୟାଚ ପରେ ପ୍ରେସ କନଫରମେନ୍ସ କରି ଏହି କଥା କହିଛନ୍ତି । ମହମ୍ମଦ ସିରାଜ ଚତୁର୍ଥ ଟେଷ୍ଟର ଦ୍ୱିତୀୟ ଇନିଂସରେ ୫ ୱିକେଟ ହାସଲ କରିଛନ୍ତି । ସିରାଜ କହିଛନ୍ତିକି ଗାବା ପିଚର ଅନେକ ସ୍ଥାନରେ ଛୋଟ ଛୋଟ ଫାଟ ରହିଛି । ଯେଉଁଥିରେ ବଲ ପଡ଼ିଲେ ଅତିରିକ୍ତ ବାଉନ୍ସ ମିଳିବ । ଯାହା ଫଳରେ ବ୍ୟାଟ୍ସମ୍ୟାନଙ୍କୁ ଖେଳିବାରେ ଅସୁବିଧା ହେବ । ସେ ଆହୁରି କହିଥିଲେ କି ମୁଁ ମଧ୍ୟ ଏହି ଫାଟରେ ବଲକୁ ପକାଇବାକୁ ଚେଷ୍ଟା କରୁଥିଲି । କାରଣ ଏହି ଫାଟରେ ପଡ଼ିବା ପରେ ଅତିରିକ୍ତ ବାଉନ୍ସ ମିଳିଥିଲା । ଏହି ବାଉନ୍ସ ସାହାର୍ଯ୍ୟରେ ମୁଁ ମଧ୍ୟ ଷ୍ଟିଭ ସ୍କିଥଙ୍କୁ ଆଉଟ କରିବାରେ ସଫଳ ହୋଇଥିଲି । ତେଣୁ ପଞ୍ଚମ ଦିନ ଭାରତୀୟ ବ୍ୟାଟ୍ସମ୍ୟାନଙ୍କୁ ଟିକେ ସଜାଗର ସହ ଖେଳିବାକୁ ପଡ଼ିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା