Masthead

ଆଜି ପ୍ରସିଦ୍ଧ ଶୁଲିଆ ଯାତ୍ରା

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ବଲାଙ୍ଗିରର ପ୍ରସିଦ୍ଧ ଶୁଲିଆ ଯାତ୍ରା ପାଳନ ହୋଇଛି । ଚଳିତବର୍ଷ ଏହି ଯାତ୍ରା ୩ ଦିନ ଧରି ଅନୁଷ୍ଠିତ ହେବ । ରକ୍ତ ରଞ୍ଜିତ ହେବ ବଡଖଳା ଓ ସାନ ଖଳା । ଯାତ୍ରାକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ ବ୍ୟାପକ ଫୋର୍ସ ମୁତୟନ କରାଯାଇଛି । ଆଦିବାସୀ ସମ୍ପ୍ରଦାୟ ପକ୍ଷରୁ ମଧ୍ୟ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଖଇରଗୁଡା ସ୍ଥିତ ଖଳାରେ ଶହ ଶହ ସଂଖ୍ୟାରେ ପଶୁଙ୍କ ବଳି ଦିଆଯାଏ । ଯାତ୍ରାରେ ସ୍ଥାନୀୟ ବିଧାୟକ ନରସିଂହ ମିଶ୍ର, ଉତ୍କଳ କନ୍ଧ ସମାଜ କେନ୍ଦ୍ରୀୟ କମିଟି ସଭାପତି ଚିନ୍ତାମଣି ଭୋଇ, କଳାହାଣ୍ଡି କନ୍ଧ ସମାଜ ସଭାପତି ପ୍ରକାଶ ମାଝି, ବଲାଙ୍ଗିର ଓ ସୋନପୁର ୧୮ ପ୍ରଗଣାର ସଭାପତିମାନେ ଯୋଗ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ