Masthead

ଆଜିର ସୁନା-ରୂପା ଦର

ଆଜି ଭାରତୀୟ ବଜାରରେ  ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୭,୯୬୦ଟଙ୍କା ରହିଛି। ସେହିପରି ୨୪ କ୍ୟାରେଟ ସୁନା ଦର ୧୦ଗ୍ରାମ ପ୍ରତି ୪୮,୯୬୦ଟଙ୍କା ରହିଥିବାବେଳେ ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୫,୪୯୦ଟଙ୍କା ଓ ୨୪ କ୍ୟାରେଟ ସୁନା ଦର ୪୯,୬୪୦ଟଙ୍କା ରହିଛି । ସେହିପରି ଆଜି ରୁପା ଦର ସ୍ଥିର ରହିଛି । ଅର୍ଥାତ୍ ୬୫,୦୦୦ ଟଙ୍କା ରୁପା ଦର ରହିଥିବା ନେଇ ରେକର୍ଡ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼