Masthead

ନିର୍ମାଣ ହେବ ଫୁଟ ଓଭରବ୍ରିଜ

ଭୁବନେଶ୍ୱର (ବଡ଼ ଖବର): ଭୁବନେଶ୍ୱରରେ ନିର୍ମାଣ ହେବାକୁ ଯାଉଛି ଫୁଟ ଓଭରବ୍ରିଜ । ୧୬ ନମ୍ବର ଜାତୀୟ ରାଜପଥର ସହିଦନଗର-ସତସଙ୍ଗ ବିହାର ମଧ୍ୟରେ ହେବ ଫୁଟ ଓଭରବ୍ରିଜ । ୧ କିଲୋମିଟର ୩୦୦ ମିଟର ଲମ୍ବା ହେବ ଫୁଟ ଓଭରବ୍ରିଜ । ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଭୁବନେଶ୍ୱରର ଜାତୀୟ ରାଜପଥ ପ୍ରାଧିକରଣର ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଚିଠି ଆସିଛି । ପ୍ରଥମ ପର୍ଯ୍ୟାୟରେ ୧ କୋଟି ୨୫ ଲକ୍ଷ ଟଙ୍କା ଅନୁମୋଦନ ହୋଇଥିବା ସୂଚନା ମିଳିଛି । ଟ୍ୱିଟ୍ କରି ସୂଚନା ଦେଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ । ଏହି ପ୍ରକଳ୍ପ ପାଇଁ ଖୁବଶୀଘ୍ର ଡ୍ରଇଂ ଓ ଖର୍ଚ୍ଚ ଅଟକଳ ପ୍ରସ୍ତୁତ କରିବାକୁ କୁହାଯାଇଛି । ଏହାଦ୍ୱାରା ଦୀର୍ଘଦିନର ଯାତାୟାତ ସମ୍ପର୍କିତ ସମସ୍ୟାର ସମାଧାନ ହେବା ନେଇ ଆଶା ରଖାଯାଇଛି । ପ୍ରକଳ୍ପକୁ ନେଇ ସବୁଠାରେ ଖୁସିର ମାହୋଲ ଖେଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ