Masthead

ଟିମ ଇଣ୍ଡିଆର ଐତିହାସିକ ବିଜୟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବ୍ରିସବେନରେ ଭାରତର ଐତିହାସିକ ବିଜୟ । ଆଜି ଭାରତ- ଅଷ୍ଟ୍ରେଲିଆ ୪ର୍ଥ ଟେଷ୍ଟ ମ୍ୟାଚରେ ଭାରତର ଦମଦାର ବିଜୟ ହୋଇଛି । ଦୀର୍ଘ ୭୦ ବର୍ଷ ହେବ ବ୍ରିସବେନରେ ଅଷ୍ଟ୍ରେଲିଆ କୋଣସି ମ୍ୟାଚ ହାରି ନଥିଲା । ମାତ୍ର ଏହି ରେକର୍ଡକୁ ଆଜି ଭାରତୀୟ ଟିମ ଭାଙ୍ଗିଛି । ଆଜି କଙ୍ଗାରୁକୁ ଧୂଳି ଚଟାଇଛି ଭାରତ । ଘରୋଇ ମାଟିରେ କଙ୍ଗାରୁକୁ ମାତ ଦେଇଛି ଟିମ୍ ଇଣ୍ଡିଆ । ଅଷ୍ଟ୍ରେଲିଆକୁ ୩ ୱିକେଟରେ ହରାଇ ଟିମ ଇଣ୍ଡିଆ ବିରାଟ ବିଜୟ ହାସଲ କରିଛି । ବ୍ରିସବେନରେ ବିଜୟ ସହ ସିରିଜ କବ୍ଚା କରିଛି ଭାରତ । ଏହି ବିଜୟ ସହ ଲଗାତାର ଭାବରେ ୩ ଥର ବର୍ଡର-ଗାଭାସ୍କର ଟ୍ରଫି ନିଜ ପାଖରେ ରଖିବ ଭାରତ । ଏଥିପାଇଁ ସବୁ ମହଲରୁ ଶଭେଚ୍ଛାର ସୁଅ ଛୁଟୁଛି । ଶେଷରେ ଇତିହାସ ସୃଷ୍ଟି କରିଛି ରାହାଣେ ବାହିନୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା