Masthead

ଆଜିର ସୁନା-ରୂପା ଦର

ଆଜି ଭାରତୀୟ ବଜାରରେ ସୁନା ଦର କମିଛି  । ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୮,୦୦୦ଟଙ୍କା ରହିଛି। ସେହିପରି ୨୪ କ୍ୟାରେଟ ସୁନା ଦର ୧୦ଗ୍ରାମ ପ୍ରତି ୪୯,୦୦୦ଟଙ୍କା ରହିଥିବାବେଳେ ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୫,୬୫୦ଟଙ୍କା ଓ ୨୪ କ୍ୟାରେଟ ସୁନା ଦର ୪୯,୮୦୦ଟଙ୍କା ରହିଛି । ସେହିପରି ଆଜି ରୁପା ଦର ସ୍ଥିର ରହିଛି । ଅର୍ଥାତ୍ ୬୫,୦୦୦ ଟଙ୍କା ରୁପା ଦର ରହିଥିବା ନେଇ ରେକର୍ଡ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ