ଆରପାରିରେ ରବି ମିଶ୍ର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ଓଡିଆ ଅଭିନେତା ରବି ମିଶ୍ରଙ୍କ ପରଲୋକ । ବର୍ଷିୟାନ ଅଭିନେତା ରବି ମିଶ୍ରଙ୍କର ହୃଦଘାତରେ ପରଲୋକ ହୋଇଛି । ଭୁବନେଶ୍ୱର ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଛି । ଟେଲି ସିରିଏଲ ଗୋପାଳ ରହସ୍ୟର ମୁଖ୍ୟ ଚରିତ୍ରରେ ଅଭିନୟ କରିଥିଲେ । ୬୪ ବର୍ଷ ବୟଷରେ ତାଙ୍କର ମୃତ୍ୟୁ ହୋଇଛି । ଅନେକ ଓଡିଆ ଫିଲ୍ମ ଓ ଟିଭି ସିରିଏଲରେ ସେ ଅଭିନୟ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’