Masthead

ବିନା କୋଭିଡ ରିପୋର୍ଟରେ ଜଗନ୍ନାଥ ଦର୍ଶନ

ପୁରୀ (ବଡ଼ ଖବର ବ୍ୟୁରୋ): କାଲିଠୁ ବିନା କୋଭିଡ ରିପୋର୍ଟରେ ଜଗନ୍ନାଥ ଦର୍ଶନ କରିବେ ଶ୍ରଦ୍ଧାଳୁ । ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ବ୍ୟବସ୍ଥା କରିଛି ପୁରୀ ପ୍ରଶାସନ । ମାର୍କେଟ ଛକରୁ ଶ୍ରୀମନ୍ଦିର ପର୍ଯ୍ୟନ୍ତ ବ୍ୟାରିକେଟିଂ କରାଯାଇଛି । ଦୈନିକ ୩୦ ହଜାର ଭକ୍ତ ଠାକୁରଙ୍କୁ ଦର୍ଶନ କରିପାରିବେ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି । ଚଳିତ ମାସ ୩ରୁ ସର୍ବସାଧାରଣଙ୍କ ପାଇଁ ଶ୍ରୀମନ୍ଦିର ଖୋଲାଯାଇଥିବା ବେଳେ କୋଭିଡ ରିପୋର୍ଟକୁ ବାଧ୍ୟତାମୂଳକା କରାଯାଇଥିଲା ।

ଯାହା ଫଳରେ ଭକ୍ତ ଭଗବାନଙ୍କ ପାଖକୁ ଯାଇପରୁନଥିଲା । ତେବେ ବର୍ତମାନ ରିପୋର୍ଟ ନଦେଲେ ବି ଜଗା ଦର୍ଶନ କରିପାରିବେ ଭକ୍ତ । ତେବେ ମାସ୍କ ଓ ସାନିଟାଇଜର ସହ ସାମାଜିକ ଦୂରତାକୁ ଗୁରୁତ୍ୱ ଦିଆଯାଇଛି । ଭକ୍ତମାନେ ଆନନ୍ଦ ବଜାରରେ ପ୍ରସାଦ ସେବାନ କରିବାକୁ ବାରଣ କରାଯାଇଛି । ଦିର୍ଘ ୧୦ ମାସ ପରେ ବିନା କୋଭିଡ ରିପୋର୍ଟରେ ଭକ୍ତ ଭଗବାନଙ୍କ ଦର୍ଶନ ପାଇବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ