Masthead

ଆମେରିକାର ନୂଆ ଦିନ : ବାଇଡେନ

ଆମେରିକା(ବଡ଼ ଖବର): ଜୋ ବାଇଡେନ ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି। ଆଜିର ଦିନ ଆମେରିକା ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ତାଙ୍କ ସହ ଭାରତୀୟ ବଂଶୋଦ୍ଭବ କମଲା ହାରିସ୍ ମଧ୍ୟ ଉପରାଷ୍ଟ୍ରପତିଭାବେ ଶପଥ ଗ୍ରହଣ କରିବେ। ଶପଥ ଗ୍ରହଣ ପୂର୍ବରୁ ଜୋ ବିଡେନ ଟ୍ୱିଟ୍ କରି କହିଛନ୍ତି ଆମେରିକାର ନୂଆ ଦିନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ