Masthead

ପୁଣି ବଢିଲା ବସ୍ ଭଡ଼ା

ଭୁବନେଶ୍ୱର (ବଡ଼ ଖବର): ରାଜ୍ୟରେ ପୁଣି ବଢିଛି ବସ୍ ଭଡା । ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ହେଉଥିବାରୁ ପୁଣି ଥରେ ବସ୍ ଭଡ଼ା ବୃଦ୍ଧି କରାଯାଇଛି । ସ୍ୱୟଂକ୍ରିୟ ବ୍ୟବସ୍ଥା ମାଧ୍ୟମରେ ଏହି ଭଡ଼ା ବୃଦ୍ଧି କରାଯାଇଛି । ସାଧାରଣ ତ୍ତ୍ୱଓ ଏକ୍ସପ୍ରେସ ବସ ଭଡ଼ାରେ ୧ ପଇସା ବୃଦ୍ଧି ପାଇବା ଫଳରେ ସାଧାରଣ ବସ୍ ଭଡ଼ା ୭୩ରୁ ୭୪ ପଇସା ଏବଂ ଏକ୍ସପ୍ରେସ୍ ବସ୍ ଭଡ଼ା ୭୬ରୁ ୭୭ ପଇସାକୁ ବୃଦ୍ଧି ପାଇଛି । ସେହିପରି ଭାବେ ଡିଲକ୍ସ ଓ ଏସି ଡିଲକ୍ସ ଭଡ଼ା ୨ ପଇସା ବୃଦ୍ଧି ପାଇବା ଫଳରେ ଡିଲକ୍ସ ବସ୍ ଭଡା ୧ଟଙ୍କା ୭ ପଇସାରୁ ୧ଟଙ୍କା ୯ ପଇସା ଏବଂ ଏସି ଡ଼ିଲକ୍ସ ବସ୍ ଭଡା ୧ଟଙ୍କା ୨୯ ପଇସାରୁ ୧ଟଙ୍କା ୩୧ ପଇସା ବୃଦ୍ଧି ପାଇଛି । ଏହାପୂର୍ବରୁ ଡିସେମ୍ବର ୭ ତାରିଖରେ ବସ୍ ଭଡ଼ା ବୃଦ୍ଧି କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ