Masthead

ସେରମ୍ ନିଆଁ ଘଟଣା: ଜୀବନ୍ତ ଜଳିଗଲେ ୫ କର୍ମଚାରୀ

ପୁନେ (ବଡ଼ ଖବର): ପୁନେ ସେରମ୍ ଇନଷ୍ଟିଚ୍ୟୁଟ ଅଗ୍ନିକାଣ୍ଡରେ ୫ ଜଣ କର୍ମଚାରୀ ଜୀବନ୍ତ ଜଳିଯାଇଛନ୍ତି । ଆଜି ଅପରାହ୍ନରେ ସେରମ୍ ଇନଷ୍ଟିଚ୍ୟୁଟର ଟର୍ମିନାଲ-୧ରେ ଅଗ୍ନିକାଣ୍ଡ ଘଟିଥିଲା । ଏବେବି ୧୫ଟି ଅଗ୍ନୀଶମ ଟିମ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ନିଆଁ ଲାଗିବାର କାରଣ  ଅସ୍ପଷ୍ଟ ରହିଛି । ସଟ୍ ସର୍କିଟରୁ ନିଆଁ ଲାଗିଥାଇପାରେ ବୋଲି ଅନୁମାନ କରାଯାଉଛି । ତେବେ କ୍ଷୟକ୍ଷତି ଆହୁରି ବଢିପାରେ ବୋଲି ଆକଳନ କରାଯାଉଛି ।

ଏହି ଘଟଣାକୁ ନେଇ କମ୍ପାନିର ସିଇଓ ଆଦର ପୁନୱାଲା ଗଭୀର ଦୁଃଖ ପ୍ରକାଶ କରିବା ସହିତ ମୃତ ପରିବାରର ସଦସ୍ୟଙ୍କୁ ଟ୍ୱିଟ୍ କରି ସମବେଦନା କରି ଜଣାଇଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼