Masthead

ଉଦଘାଟିତ ହେଲା ତୋଷାଳି ମେଳା

ଭୁବନେଶ୍ୱର(ବଡ଼ ଖବର): ଆରମ୍ଭ ହେଲା ୧୫ତମ ତୋଷାଳି ହସ୍ତଶିଳ୍ପ ମେଳା । ଏହି ମେଳା ପୂର୍ବ ଭାରତର ବଡ ହସ୍ତଶିଳ୍ପ ମେଳା । ରାଜ୍ୟ ତଥା ରାଜ୍ୟ ବାହାରୁ ୨୫୦ଟି ଷ୍ଟଲ ସାମିଲ ହୋଇଛି । ଫେବୁଆରୀ ୪ ପର୍ଯ୍ୟନ୍ତ ଚାଲିବ ଏହି ମେଳା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଭର୍ଚ୍ୟୁଆଲ ଉଦଘାଟନ କରିଛନ୍ତି । ସମସ୍ତ କୋଭିଡ ଗାଇଡଲାଇନ ମଧ୍ୟରେ ଉଦଘାଟନକୁ ପରାର୍ମଶ ଦିଆଯାଇଛି । ସଭାରେ ହସ୍ତତନ୍ତ ଓ ହସ୍ତଶିଳ୍ପ ବିଭାଗ ମନ୍ତ୍ରୀ ପଦ୍ମିନୀ ଦିଆନ୍ ଉପସ୍ଥିତ ଥିଲେ । ଜାନୁଆରୀ ୨୧ରୁ ଆରମ୍ଭ ହୋଇଥିବାବେଳେ ଫେବୁଆରୀ ୪ପର୍ଯ୍ୟନ୍ତ ଏହି ମେଳା ଚାଲିବ । ଦିନ ୨ଟାରୁ ରାତି ୯ଟା ପର୍ଯ୍ୟନ୍ତ ଖୋଲାରହିବ । ଗାଇଡଲାଇନ ଅନୁସାରେ ଥର୍ମାଲ ସ୍କ୍ରିନିଂ ଓ ହାତ ସାନିଟାଇଜ କରାଯାଇ ଦର୍ଶକଙ୍କୁ ଭିତରକୁ ଛଡାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା