Masthead

IPLରେ ଚମକିବେ ଓଡ଼ିଆ

ଭୁବନେଶ୍ୱର (ବଡ଼ ଖବର): ଚମକିବେ ଓଡ଼ିଆ ଖେଳାଳି । ଚଳିତବର୍ଷ ଆଇପିଏଲ ନିଲାମିରେ ସାମିଲ ପାଇଁ ୬ ଓଡ଼ିଆ ଖେଳାଳି ମନୋନୀତ ହୋଇଛନ୍ତି । ଏହି ୬ଜଣ ଖେଳାଳି ଶୁଭ୍ରାଂଶୁ ସେନାପତି, ରାଜେଶ ଧୂପର, ରାଜେଶ ମହାନ୍ତି, ପପୁ ରାୟ, ଗୌରବ ଚୌଧୁରୀ, ତାରିଣୀ ସା । ଏହି ୬ ଖେଳାଳିଙ୍କ ନାଁ ବିସିସିଆଇକୁ ସୁପାରିଶ କରିଛି ଓସିଏ । ଏନେଇ ଓସିଏ କାର୍ଯ୍ୟନିର୍ବାହୀ ଅଧିକାରୀ ସୁବ୍ରତ ବେହେରା ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ଏହି ୬ ଜଣଙ୍କ ପ୍ରଦର୍ଶନ ବହୁତ ଭଲ ରହିଛି । ଆସନ୍ତା ଆଇପିଏଲରେ ଓଡ଼ିଆ ଖେଳାଳି ସ୍ଥାନ ପାଇବା ନେଇ ଆଶା କରାଯାଉଛି । ଏହି ଖେଳାଳିମାନେ ପ୍ରଥମେ ଆଇପିଏଲ ନିଲାମ ପୂର୍ବରୁ ହେଉଥିବା ଟ୍ରାଏଲରେ ଭାଗ ନେବେ ବୋଲି ଜଣାପଡିଛି । ଟ୍ରାଏଲରେ ଭଲ କଲେ ଵିସିସିଆଇ ସେମାନଙ୍କ ନାଁ ନିଲାମ ତାଲିକାରେ ପ୍ରକାଶ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ