Masthead

ଅତ୍ୟାଧୁନିକ ବସ୍ ଟର୍ମିନାଲର ଶିଳାନ୍ୟାସ

ଭୁବନେଶ୍ୱର (ବଡ଼ ଖବର): କଟକ ଖାନନଗରରେ ଅତ୍ୟାଧୁନିକ ବସ୍ ଟର୍ମିନାଲର ହେବ ଶିଳାନ୍ୟାସ । ନେତାଜୀ ସୁବାସ ଚନ୍ଦ୍ର ବୋଷଙ୍କ ନାମରେ ହେବାକୁ ଥିବା ଆନ୍ତର୍ଜାତୀୟ ବସ ଟର୍ମିନାଲର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ଆଜି ପ୍ରଥମେ ସେ ନେତାଜୀଙ୍କ ଜନ୍ମସ୍ଥାନ ଜାନକିନାଥ ଭବନ ଯାଇ ସେଠାରେ ତାଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇବେ । ଆଜି ୧୧ଟା ସମୟରେ ମୁଖ୍ୟମନ୍ତ୍ରୀ କଟକରେ ଏହି କାର୍ଯ୍ୟକ୍ରମର ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ୧୨ଏକର ଜମିରେ ଏହି ଅତ୍ୟାଧୁନିକ ବସ ଟର୍ମିନାଲ ତିଆରି ହେବ । ବସ୍ ଟର୍ମିନାଲ ପାଇଁ ଖର୍ଚ୍ଚ ହେବ ୬୫ କୋଟି ଟଙ୍କା । ନେତାଜୀ ବସ୍ ଟର୍ମିନାଲ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେବା ଅବସରରେ ସହରରେ ହୋଡିଂମାନ ଲଗାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ