Masthead

ଏଏନଏମ କର୍ମୀଙ୍କୁ ଉଠାଇନେଲା ପୋଲିସ

ଭୁବନେଶ୍ୱର (ବଡ଼ ଖବର): ଗାନ୍ଧୀ ମାର୍ଗରୁ ଏଏନଏମ କର୍ମୀଙ୍କୁ ଉଠାଇନେଲା ପୋଲିସ । ସାଧାରଣତନ୍ତ୍ର ଦିବସ ପାଇଁ ଭୁବନେଶ୍ୱର ଗାନ୍ଧୀ ମାର୍ଗରେ ଦୀର୍ଘ ୨ ମାସ ହେବ ଆନ୍ଦୋଳନ କରୁଥିବା ଏଏନଏମ କର୍ମୀଙ୍କୁ ଆଜି ସକାଳେ ପୋଲିସ ଉଠାଇ ନେଇଛି । ଏହାସହିତ ଏଏନଏମ କର୍ମୀମାନେ ଚେତାବନୀ ଦେଇଛନ୍ତି, ଆମେ ଆନ୍ଦୋଳନରୁ ହଟିବୁନି । ଆଗକୁ ଆହୁରି ଆନ୍ଦୋଳନ ଜୋରଦାର କରିବୁ । ଜାନୁଆରୀ ୨୬କୁ ସମ୍ମାନ ଦେଇ ଉଠିଲୁ, କିନ୍ତୁ ପୁଣି ଥରେ ଆମେ ଆନ୍ଦୋଳନରେ ବସିବୁ ବୋଲି ଚେତାବନୀ ଦେଇଛନ୍ତି । ପ୍ରାୟ ଦୁଇ ମାସ ଧରି ଏହି ଏଏନଏମ କର୍ମୀମାନେ ଆନ୍ଦୋଳନରେ ବସିଥିଲେ । ଆଜି ସକାଳୁ ସକାଳୁ ପୋଲିସ ସେମାନଙ୍କୁ ଧାରଣାସ୍ଥଳରୁ ଉଠାଇନେବା ସମୟରେ ଏଏନଏମ କର୍ମୀ ଓ ପୋଲିସଙ୍କ ମଧ୍ୟରେ ଧସ୍ତାଧସ୍ତି ପରିସ୍ଥିତି ସୃଷ୍ଟି ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ